Indus Valley Times

ମେ’ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ

 Breaking News

ମେ’ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ

ମେ’ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ
May 01
10:35 2023

କେନ୍ଦ୍ରାପଡ଼ା,୧/ ୫ : ନିଷ୍ପତ୍ତି ନିଆଯାଇଛି। ୫: ମେ’ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ଏହି
ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ନଦୀକୂଳଠାରୁ ଜୁଆର ଛୁଇଁପାରୁ ନ ଥିବା ନିରାପଦ ସ୍ଥାନରେ ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧାଦେଲେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ। ତେଣୁ ଉଭୟ ପର୍ଯ୍ୟଟକ ଏବଂ କୁମ୍ଭୀରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30