Indus Valley Times

ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ପ୍ରକାଶ, ଅଜିତ ପ୍ରଧାନ ଜିଲ୍ଲା ଟପର

 Breaking News

ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ପ୍ରକାଶ, ଅଜିତ ପ୍ରଧାନ ଜିଲ୍ଲା ଟପର

August 13
09:34 2020

କମ୍ଭୁ ଧର କ୍ଷେତୀଙ୍କ ରିପୋର୍ଟ
ବୈାଦ୍ଧ,୧୨/୮- ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଦିନ ଚଳିତ ବର୍ଷର ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ବୈାଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଛାତ୍ର ଅଜିତ କୁମାର ପ୍ରଧାନ ସର୍ବାଧିକ ୫୧୬ ମାର୍କ ରଖି ଜିଲ୍ଲା ଟପର ହୋଇଛନ୍ତି । ବୈାଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଚଳିତ ବର୍ଷ ୫୮ ଜଣ ଛାତ୍ରଛାତ୍ରୀ ରେଗୁଲାର ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୪୪ ଜଣ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୮ ଜଣ, ଦ୍ୱିତୀୟ ଶ୍ରେଣୀରେ ୨୦ ଜଣ ଓ ତୃତୀୟ ଶ୍ରେଣୀରେ ୧୬ ଜଣ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031