Indus Valley Times

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି

August 21
12:52 2020

ଭୁବନେଶ୍ବର ୨୧।୮: ରାଜ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ଅନୁଗୋଳ, କୋରାପୁଟ, ନୟାଗଡ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031