Indus Valley Times

ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

 Breaking News

ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା
July 08
12:45 2020

ଭୁବନେଶ୍ୱର ୮ । ୭: ରାଜ୍ୟରେ ଦିନକୁ ଦିନକ ଭୟଙ୍କର ହୋଇଚାଲିଛି କରୋନା ଭାଇରସ । ଆଜି ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୩ ଜଣ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031