Indus Valley Times

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୩ କୋଭିଡ୍ ପଜିଟିଭ୍

 Breaking News

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୩ କୋଭିଡ୍ ପଜିଟିଭ୍

August 12
10:48 2022

ଭୁବନେଶ୍ବର, ୧୨/୮: ଗତକାଲି ରାଜ୍ୟରେ ୫୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୧୨୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୫୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧୦ ଜଣ, ବରଗଡ଼ରୁ ୨୨, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କେଉଁଝରରୁ ୧୧ ଓ ଅରାକ୍ରାନ୍ତ ଚିହ୍ନଟ ହୋଇଛନ୍‌ତି ।
୍ଣସହିପର ଖୋର୍ଦ୍ଧା ଜିଲ୍ଲାରୁ ୭୭, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ,ନୂଆପଡ଼ାରୁ ୩୮, ପୁରୀରୁ ୧ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୨୨ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୩୭ ଜଣ ଓ ଷ୍ଟେଟପୁଲରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୩, ୨୧, ୭୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୮, ୧୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୪୦୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031