Indus Valley Times

ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

October 05
13:20 2020

ଭୁବନେଶ୍ୱର,୫/୧୦: ରାଜ୍ୟରେ ସୋମବାର ଦିନ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୪ ରେ ପହଞ୍ଚି ଯାଇଛି।
୧୭ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031