Indus Valley Times

ରାଜ୍ୟରେ କରୋନା ନେଲା ଆଉ ୧୭ ଜଣଙ୍କ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୧୭ ଜଣଙ୍କ ଜୀବନ

November 15
12:21 2020

ଭୁବନେଶ୍ବର୧୫।୧୧: ରାଜ୍ୟରେ ରବିବାର ଦିନ ୧୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଫଳରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଢ଼େଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031