Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୯୮ ଦୈନିକ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଳ୍ଲା ସର୍ବାଧିକ୯୧୯

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୯୮ ଦୈନିକ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଳ୍ଲା ସର୍ବାଧିକ୯୧୯

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୯୮ ଦୈନିକ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଳ୍ଲା ସର୍ବାଧିକ୯୧୯
April 29
11:53 2021

ଭୁବନେଶ୍ୱର, ୨୯/୪ : ବୁଧବାର ତୁଳନାରେ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଥିଲେ ମଧ୍ୟ ଏବେ ବି ଲୋକଙ୍କୁ ଡରାଉଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
କଟକରୁ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, , ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧ ଲେଖାଏଁ, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, ବୌଦ୍ଧରୁ ୬୫ ଓ ଷ୍ଟେଟ୍ ପୁଲ୍ରୁ ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
-ଓଡ଼ିଶା ରିପୋର୍ଟର

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031