Indus Valley Times

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ,ମୋଟ ସୁସ୍ଥଙ୍କ ସଂଖ୍ୟା ୮୩୬୦

 Breaking News

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ,ମୋଟ ସୁସ୍ଥଙ୍କ ସଂଖ୍ୟା ୮୩୬୦

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ,ମୋଟ ସୁସ୍ଥଙ୍କ ସଂଖ୍ୟା ୮୩୬୦
July 11
19:55 2020

ଭୁବନେଶ୍ବର,୧୧/୭: ଶନିବାର ଦିନ ରାଜ୍ୟରେ ୧୬ଟି ଜିଲ୍ଲାରୁ ୩୮୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୮୩୬୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ସୁସ୍ଥ ହୋଇଥିବା ୩୮୮ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୧୮୭, ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡ଼ାରୁ ୬, ଗଜପତି ଏବଂ ଝାରସୁଗୁଡାରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବରଗଡ଼, ଭଦ୍ରକ ଏବଂ ଦେଓଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031