Indus Valley Times

ରାଜ୍ୟରେ ୬ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟରେ ୬ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

July 25
17:52 2025

ଭୁବନେଶ୍ୱର,୨୫/୭: ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍‌ଘାଟିତ ହୋଇଛି।
ରାଜ୍ୟରେ ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଥିବାବେଳେ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟିର ମଧ୍ୟ ସମ୍ଭାବନା ରହିଛି। ବୟନ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ଆମର ଲକ୍ଷ୍ୟ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବସ୍ତ୍ର ପୂରା ଦେଶରେ ପହଞ୍ଚାଇବାକୁ ହେବ। ଏନେଇ ୩୩ ଏମ୍‌ଓୟୁ ସ୍ବାକ୍ଷରିତ, ହୋଇଛି। ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031