Indus Valley Times

ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ କରୋନା ସଂକ୍ରମିତ ଚିହ୍ନଟ

October 25
14:35 2020

ଭୁବନେଶ୍ୱର,୨୫/୧୦: ରାଜ୍ୟର ପୁଣି ଜଣେ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ପୁର୍ତ୍ତ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ କରୋନା ହୋଇଛନ୍ତି । ଏ ନେଇ ମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ତେବେ ସେ ସୁସ୍ଥ ଅଛନ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ କିଛି ଦିନ ହେବ ତାଙ୍କ ସହିତ ଆସିଥିବା ସମସ୍ତ ଲୋକଙ୍କୁ କରୋନା ପରୀକ୍ଷା କରିବା ସହ ସଙ୍ଗରୋଧରେ ରହିବିକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031