Indus Valley Times

ରାଜ୍ୟସଭା ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର

 Breaking News

ରାଜ୍ୟସଭା ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର

December 09
15:26 2024

ଭୁବନେଶ୍ୱର,୯/୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି ।
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ।
ନାମାଙ୍କନ ଭରିବା ପୂର୍ବରୁ ସୁଜିତ କହିଥିଲେ, ପଶ୍ଚିମ ଏଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ଭାଜପା ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031