Indus Valley Times

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୧୪ ପ୍ରସ୍ତାବ ଉପରେ ବାଜିଲା ମୋହର

 Breaking News

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୧୪ ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୧୪ ପ୍ରସ୍ତାବ ଉପରେ ବାଜିଲା ମୋହର
January 22
20:18 2024

ଭୁବନେଶ୍ୱର, ୨୨/୧: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ ଜୀବିକା ନିମାନେ କଫି ଚାଷ କାର୍ଯ୍ୟକାରୀ କରାଯିବ ।
ଏହା ମାଧ୍ୟମରେ ୨୦୨୨ରୁ ୨୦୨୭ ପର୍ଯ୍ୟନ୍ତ ୧୧୪୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସେହିପରି ନରାଜରେ ବୈଦ୍ୟୁତିକ ଯାନ ଓ ବ୍ୟାଟେରୀ ଉତ୍ପାଦନ ପ୍ରକଳ୍ପ କରାଯିବ ।
ଏହାକୁ ଜେଏସଡବ୍ଲ୍ୟୁ ଗ୍ରୁପ କରିବାକୁ ଥିବାବେଳେ ଏହାଦ୍ୱାରା ୪୦୦୦ରୁ ଅଧିକ ଲୋକଙ୍କ ପାଇଁ ରୋଜଗାର ସୃଷ୍ଟି ହେବ । ସେହିପରି କଳାହାଣ୍ଡି ଜିଲ୍ଲା କୋକସରାଠାରେ ନୂତନ ଅବକାରୀ ଥାନା, ଓଡିଶା ଅଗ୍ନିଶମ ସେବାର କ ଓ ଖ ବର୍ଗ ଅଧିକାରୀମାନଙ୍କୁ ନିଯୁକ୍ତି ଓ ଚାକିରି ସର୍ତ୍ତ ନିୟମାବଳୀରେ ସଂଶୋଧନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031