Indus Valley Times

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୫୮ ପ୍ରତିଶତକୁ ବୃଦ୍ଧି

 Breaking News

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୫୮ ପ୍ରତିଶତକୁ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୫୮ ପ୍ରତିଶତକୁ ବୃଦ୍ଧି
October 16
13:06 2025

ଭୁବନେଶ୍ୱର, ୧୬/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି । ରାଜ୍ୟ ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଛି ।
ବର୍ତ୍ତମାନ ମିଳୁଥିବା ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହୋଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଜୁଲାଇରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା କରାଯାଇଛି । ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031