Indus Valley Times

ରାତି ଅଧରେ ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

 Breaking News

ରାତି ଅଧରେ ମହାନଦୀକୁ ଡେଇଁଲେ ଯୁବକ; ମିଳୁନି ପତ୍ତା

July 16
11:41 2024

କଟକ,୧୬/୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031