Indus Valley Times

ଲଗାଣ ବର୍ଷାକୁ ନେଇ ସତର୍କ ରହିବାକୁ ଏସ୍‌ଆରସିଙ୍କ ପରାମର୍ଶ ; ଜିଲ୍ଲାପାଳଙ୍କୁ ହେଡକ୍ବାଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ

 Breaking News

ଲଗାଣ ବର୍ଷାକୁ ନେଇ ସତର୍କ ରହିବାକୁ ଏସ୍‌ଆରସିଙ୍କ ପରାମର୍ଶ ; ଜିଲ୍ଲାପାଳଙ୍କୁ ହେଡକ୍ବାଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ

ଲଗାଣ ବର୍ଷାକୁ ନେଇ ସତର୍କ ରହିବାକୁ ଏସ୍‌ଆରସିଙ୍କ ପରାମର୍ଶ ; ଜିଲ୍ଲାପାଳଙ୍କୁ ହେଡକ୍ବାଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ
September 25
18:31 2025

ଭୁବନେଶ୍ୱର,୨୫/୯: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍‌ଆର୍‌ସି।
ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031