Indus Valley Times

ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ କୃଷି ଅଧିକାରୀ ଓ ବିଟିଏମ୍‌

 Breaking News

ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ କୃଷି ଅଧିକାରୀ ଓ ବିଟିଏମ୍‌

ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ କୃଷି ଅଧିକାରୀ ଓ ବିଟିଏମ୍‌
February 23
19:50 2025

ଭୁବନେଶ୍ୱର,୨୩/୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031