Indus Valley Times

ଲାଞ୍ଚ ନେଉଥିଲେ ଓଏଏସ୍ ଅଧିକାରୀ, ମାଡିବସିଲା ଭିଜିଲାନ୍ସ

 Breaking News

ଲାଞ୍ଚ ନେଉଥିଲେ ଓଏଏସ୍ ଅଧିକାରୀ, ମାଡିବସିଲା ଭିଜିଲାନ୍ସ

October 08
18:20 2025

ଗଞ୍ଜାମ , ୮/୧୦ : ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଗଞ୍ଜାମ ବେଲଗୁଣ୍ଠା ଘଇଉ କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ବନମାଳୀଙ୍କ ୩ଟି ସ୍ଥାନରେ ରେଡ୍ ଚାଲିଛି । ବନମାଳୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।
ସୂଚନା ଅନୁଯାୟୀ ବନମାଳୀଙ୍କ ଅଫିସ୍, କ୍ୱାର୍ଟର ଓ କବିସୂର‌୍ୟ୍ୟନଗର ଠାରେ ଥିବା ଦୁଇଟି ବାସଭବନରେ ରେଡ୍ ଚାଲିଛି କ୍ଷ ଜଣେ ଡିଏସ୍‌ପି, ଜଣେ ଇନ୍ସପେକ୍ଟର ଓ ୨ ଜଣ ଜଣ ଏଏସ୍‌ଆଇ ମିଶି ୮ ଜଣିଆ ଟିମ୍ ତଦନ୍ତ ଜାରି ରଖିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031