Legatus

ଶାବର ଶ୍ରୀକ୍ଷେତ୍ରରୁ ପୁରୀ ଗଲା କଳାଜିରା ଚାଉଳ, ଆଗକୁ ଯିବ ତିରୁପତି ଓ ସୀମାଞ୍ଚଳମ୍

 Breaking News

ଶାବର ଶ୍ରୀକ୍ଷେତ୍ରରୁ ପୁରୀ ଗଲା କଳାଜିରା ଚାଉଳ, ଆଗକୁ ଯିବ ତିରୁପତି ଓ ସୀମାଞ୍ଚଳମ୍

February 02
09:36 2024

ପୁରୀ, ୨/୨ : ଶ୍ରୀକ୍ଷେତ୍ର ଗଲା ଶାବର ଶ୍ରୀକ୍ଷେତ୍ରର କଳାଜିରା ଚାଉଳ। ନିକଟରେ ଜିଆଇ ଟ୍ୟାଗ୍ ହାସଲ କରିଥିବା କୋରାପୁଟ ଜିଲ୍ଲାରେ ଉତ୍ପାଦିତ କଳାଜିରା ଚାଉଳକୁ ପୁରୀ ଜଗନ୍ନାଥ ମନ୍ଦିରରେ ଭୋଗ ଲାଗି ପାଇଁ ପଠାଯାଇଛି। କୋରାପୁଟର କଳାଜିରା ଧାନରୁ ଏହି ଚାଉଳକୁ ଜୈବିକ ପଦ୍ଧତିରେ ଉତ୍ପାଦନ ଜରାଯାଏ।
ଏହାକୁ ଜଗନ୍ନାଥ ମନ୍ଦିର ପ୍ରାସାଦରେ ବ୍ୟବହାର ପାଇଁ ୧୨ ଜଣିଆ ଦଳ ମହାପ୍ରଭୁଙ୍କ ପାଖରେ ଅର୍ପଣ କରି ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।
କୋରାପୁଟ ଜଗନ୍ନାଥ ମନ୍ଦିର ଠାରୁ ୧ କୁଇଣ୍ଟାଲ ଚାଉଳ ପୁରୀ ଅଭିମୁଖେ ପଠାଯାଇଛି।
ଆଗକୁ ଲିଙ୍ଗରାଜ ଓ ଅନନ୍ତ ବାସୁଦେବ ମନ୍ଦିରକୁ ମଧ୍ୟ ପଠାଯିବ ବୋଲି ଉତ୍ପାଦନକାରୀ ଜୈବିକ ସଂସ୍ଥାର ଅଧିକାରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930