Indus Valley Times

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲା ନିଆଁ

 Breaking News

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲା ନିଆଁ

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲା ନିଆଁ
December 12
10:18 2025

ଭୁବନେଶ୍ୱର, ୧୨/୧୨: ଭୁବନେଶ୍ୱର ସତ୍ୟବିହାର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳୁଛି ହୋଟେଲ, ଧୂଆଁମୟ ହେଲା ଅଞ୍ଚଳ । ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ଉଦ୍ୟମ । ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲା ନିଆଁ । ନିଆଁ ଲିଭା କାର‌୍ୟ୍ୟ ଜାରି, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ।
ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳୁଛି ହୋଟେଲ୍, ଧୂଆଁମୟ ପରିବେଶ। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲାଣି ନିଆଁ । ସେପଟେ ଭୟାବହ ଅଗ୍ନିକାଣ୍ଡ ପରେ କଟକ-ଭୁବନେଶ୍ୱର ରାସ୍ତାରେ ଯାତାୟତ ଠପ୍ ହୋଇଛି । ଲୋକେ ଏନ୍ଏଚ୍ ଉପରେ ଛିଡାହୋଇ ଅଗ୍ନିକାଣ୍ଡ ଦେଖିବାରେ ଲାଗିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031