Indus Valley Times

ସମଲେଶ୍ବରୀ ମିଲ୍କ ୟୁନି୍ଅନ୍ ଡେପୁଟି ଜେନେରାଲ୍ ମ୍ୟାନେଜରଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

 Breaking News

ସମଲେଶ୍ବରୀ ମିଲ୍କ ୟୁନି୍ଅନ୍ ଡେପୁଟି ଜେନେରାଲ୍ ମ୍ୟାନେଜରଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

February 10
10:29 2022

ସମ୍ବଲପୁର, ୧୦/୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଲେଶ୍ୱରୀ ମିଲକ୍ ୟୁନିଅନ୍ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କିଶୋରଙ୍କ ସମ୍ବଲପୁରର ସାକ୍ଷୀପଡ଼ାରେ ଥିବା ଦୁଇ ମହଲା ଘର, ପୁରୀ ସ୍ଥିତ ପୈତୃକ ଘର, ଭୁବନେଶ୍ୱରର ଥିବା ଆପାଟମେଣ୍ଟ୍ ଓ ତାଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।
କିଶୋର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଆଜି ଭୋରରୁ ମନୋରଞ୍ଜନ ଘରେ ଚଢ଼ାଉ କରିଥିଲା।
ସମଲେଶ୍ୱରୀ ମିଲ୍କ ୟୁନିଅନ୍ ଡେପୁଟି ମ୍ୟାନେଜର କିଶୋର ନାୟକ କହିଛନ୍ତି, ମୋର ପାଖରେ ଆୟ ବର୍ହିଭୂତ ସମ୍ପତ୍ତି ନାହିଁ। ସମ୍ବଲପୁରର ସାକ୍ଷୀପଡ଼ାରେ ଥିବା ଦୁଇ ମହଲା ଘର ଓ ଭୁବନେଶ୍ୱରର ଥିବା ଆପାଟମେଣ୍ଟ୍ ମୁଁ ଲୋନରେ କରିଛି। ମୋର ଚାକିରି ୩୬ବର୍ଷ ହେଲାଣି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031