Indus Valley Times

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଭୁବନେଶ୍ବର ଓ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର

 Breaking News

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଭୁବନେଶ୍ବର ଓ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଭୁବନେଶ୍ବର ଓ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର
April 15
17:37 2023

ଭୁବନେଶ୍ବର,୧୫/୪: କ୍ରମାଗତ ଭାବେ ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ସକାଳ ୭ଟାରୁ ସୂର୍ଯ୍ୟଦେବତାଙ୍କ ପ୍ରଖର କିରଣ ଆରମ୍ଭ ହୋଇଯାଇଯାଉଛି। ଅପରାହ୍ଣ ବେଳକୁ ଆହୁରି ତତାଉଛି। ଜରୁରି କାମ ନଥିଲେ ଲୋକେ ବାହାରକୁ ଯିବାକୁ ଚାହୁଁ ନାହାନ୍ତି। ଆଜି ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ଓ ଝାରସୁଗୁଡ଼ା ସର୍ବାଧିକ ୪୧ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।
ଆଜି ଦିନ ୨ ଟା ୩୦ ସୁଦ୍ଧା ତାପମାତ୍ରା
ଭୁବନେଶ୍ୱର: ୪୧.୦ ଡ଼ିଗ୍ରି
ଝାରସୁଗୁଡା: ୪୧.୦ ଡ଼ିଗ୍ରି
ସମ୍ବଲପୁର: ୪୦.୬ ଡ଼ିଗ୍ରି
ଚାନ୍ଦବାଲି: ୪୦.୦ ଡ଼ିଗ୍ରି
ହୀରାକୁଦ: ୩୯.୪ ଡ଼ିଗ୍ରି
କେନ୍ଦୁଝର: ୩୭.୨ ଡ଼ିଗ୍ରି
ବାଲେଶ୍ୱର: ୩୫.୮ ଡ଼ିଗ୍ରି
ଗୋପାଳପୁର: ୩୪.୮ ଡ଼ିଗ୍ରି
ପୁରୀ:୩୩.୬ ଡ଼ିଗ୍ରି
ପାରାଦୀପ:୩୨.୦ ଡ଼ିଗ୍ରି
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରବିବାର ଠାରୁ ତାପମାତ୍ରା ହ୍ରାସ ପାଇବ। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ତାପମାତ୍ରା କମିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031