Indus Valley Times

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ

 Breaking News

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ
July 04
19:15 2024

ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗକୁ ଫେରାଇ ଦିଆଯାଇଛି।
ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁଙ୍କୁ ଜିଏକୁ ଫେରାଇ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031