Indus Valley Times

ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଲା ଆଇସକ୍ରିମ ବୋଝେଇ ଗାଡି

 Breaking News

ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଲା ଆଇସକ୍ରିମ ବୋଝେଇ ଗାଡି

March 10
10:39 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୦/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସବ ଜେଲ ନିକଟରେ ପୂର୍ବରୁ ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ତୁମୁଡିବନ୍ଧ ଆଡୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ ହରାଇ ଧକ୍କା ଦେବାରୁ ଆଇସକ୍ରିମ ଗାଡିର ସମ୍ମୁଖ ଭାଗ କ୍ଷତି ଘଟି ଥିବା ବେଳେ ଅନ୍ୟ କାହାର କିଛି କ୍ଷୟକ୍ଷତି ହୋଇନାହିଁ ।
ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ଥିବା ବିଷୟ ଥାନା ଅଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031