Indus Valley Times

ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ, ଜଙ୍ଗଲରେ ଲୁଚି ରହିଛନ୍ତି ଅନେକ ମାଓବାଦୀ

 Breaking News

ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ, ଜଙ୍ଗଲରେ ଲୁଚି ରହିଛନ୍ତି ଅନେକ ମାଓବାଦୀ

ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ, ଜଙ୍ଗଲରେ ଲୁଚି ରହିଛନ୍ତି ଅନେକ ମାଓବାଦୀ
January 20
12:14 2025

ଭୁବନେଶ୍ୱର,୨୦/୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।
ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର ନୂଆପଡ଼ା ଜିଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୋଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031