Indus Valley Times

ସ୍ନାନବେଦୀରେ ଚତୁର୍ଦ୍ଧାମୂରତି

 Breaking News

ସ୍ନାନବେଦୀରେ ଚତୁର୍ଦ୍ଧାମୂରତି

ସ୍ନାନବେଦୀରେ ଚତୁର୍ଦ୍ଧାମୂରତି
June 14
08:50 2022

ଭୁବନେଶ୍ୱର,୧୪/୬: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି । ଅନୁଷ୍ଠିତ ହେଉଛି ଶ୍ରୀଜିଉଙ୍କ ଦେବସ୍ନାନ ନୀତି । ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ୧୦୮ ଗରା ସୁବାସିତ ଜଳରେ ଆଜି ସ୍ନାନ କରିବେ ଶ୍ରୀଜିଉ । ଦେବସ୍ନାନ ପୂର୍ଣ୍ଣମୀ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିଜେ କଲେ ଶ୍ରୀଜିଉ । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଶ୍ରୀବଳଭଦ୍ର ବିଜେ କଲେ । ଧାଡ଼ିପହଣ୍ଡିରେ ଦେବୀ ସୁଭଦ୍ରା, ଶେଷରେ ଶ୍ରୀଜଗନ୍ନାଥ ବିଜେ କଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031