Indus Valley Times

୨୪ ଘଣ୍ଟାରେ ଆଉ ୧୧୩ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ , ସୁନ୍ଦରଗଡ଼ରୁ ସର୍ବାଧିକ

 Breaking News

୨୪ ଘଣ୍ଟାରେ ଆଉ ୧୧୩ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ , ସୁନ୍ଦରଗଡ଼ରୁ ସର୍ବାଧିକ

March 23
12:21 2021

ଭୁବନେଶ୍ୱର, ୨୩/୩ : ରାଜ୍ୟରେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି। ୨୪ ଘଣ୍ଟାରେ ଆଉ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୬୭, ସ୍ଥାନୀୟ ୪୬ । ମୋଟ ପଜିଟିଭ ସଂଖ୍ୟା ୩,୩୯,୦୭୬ରେ ପହଞ୍ଚିଛି। ୩,୩୬,୨୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
୨୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୨୦, କଟକରୁ ୧୭, ଖୋର୍ଦ୍ଧାରୁ ୧୪ ଆକ୍ରାନ୍ତ ଚିହ୍ନଟ। ଅନୁଗୁଳରୁ ୫, ବାଲେଶ୍ୱର ୨, ବରଗଡ ୧, ବଲାଙ୍ଗୀର ୩, ବୌଦ୍ଧ ୧, ଢେଙ୍କାନାଳ ୧, ଗଜପତି ୧, ଜଗତସିଂହପୁର ୫, ଯାଜପୁର ୪, ଝାରସୁଗୁଡା ୪, କଳାହାଣ୍ଡି ୭, କେନ୍ଦ୍ରାପଡା ୩, କେନ୍ଦୁଝର ୨, କୋରାପୁଟ ୧, ମୟୁରଭଞ୍ଜ ୧୧, ନୂଆପଡା ୪, ରାୟଗଡା ୧, ସମ୍ବଲପୁର ୩, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031