Indus Valley Times

୩୫୮ଜଣ ନୂଆ କରୋନା ପଜିଟି ଚିହ୍ନଟ,୪ମୁତ

 Breaking News

୩୫୮ଜଣ ନୂଆ କରୋନା ପଜିଟି ଚିହ୍ନଟ,୪ମୁତ

୩୫୮ଜଣ ନୂଆ କରୋନା ପଜିଟି ଚିହ୍ନଟ,୪ମୁତ
December 18
12:39 2020

ଭୁବନେଶ୍ବର ୧୮।୧୨: ରାଜ୍ୟରେ ଶୁକ୍ରବାର ଦିନ ୩୫୮ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା ବେଳେ ୪ଜଣଙ୍କର କରାନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
ସେହିପରି ୪ ମୃତକଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031