ଭୁବନେଶ୍ୱର,୯/୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ






