ଭୁବନେଶ୍ୱର,୨୪/୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ଚଉଉୠକୁ ନିର୍ଦ୍ଦେଶ
JHARAKHAND, MAY 24 : A top leader of the Naxal outfit Jharkhand Jan Mukti Parishad, Pappu Lohara, who carried a bounty of Rs 10 lakh, was killed in an encounter
NEW DELHI,MAY 24 : The monsoon is set to arrive in Kerala within the next 24 hours, nearly a week ahead of its usual schedule. This year’s onset in Kerala
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୪/୫: ବଲାଙ୍ଗିର ଜିଲ୍ଲାରେ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ।ସଦର ମହାକୁମା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ବୈଠକରେ ଟିଟିଲାଗଡ଼
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୪/୫ : ଶୁକ୍ରବାର ଅପରାହ୍ନରେ ଉପଜିଲ୍ଲାପାଳ ତଥା ଉପଖଣ୍ଡ ମାଜିଷ୍ଟ୍ରେଟ ଶ୍ରୀ କିଶୋର କୁମାର ପଣ୍ଡାଙ୍କ ପରିଚାଳନାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ






