ଭୁବନେଶ୍ୱର,୨୮/୫ : ରାଜ୍ୟରେ ପାଞ୍ଚ କୋଭିଡ୍ ପଜିଟିଭ ରୋଗୀ ଚିହ୍ନଟ । ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ । ଏମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ରହିଛି।ତେବେ ଲକ୍ଷଣଯୁକ୍ତ
ପାଟଣାଗଡ଼, ୨୮/୫ : ବହୁଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ଆସିଲା ରାୟ । ଅଭିଯୁକ୍ତ ପୁଞ୍ଜିଲାଲା ମେହେରଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ସଜା ଶୁଣାଇଲେ କୋର୍ଟ ।
ମୟୂରଭଞ୍ଜ, ୨୮/୫ : ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍। ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ସମସ୍ତ
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪
ନୂଆଦିଲ୍ଲୀ, ୨୮/୫ : ଋତୁସ୍ରାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ମାସ ୨୮ ତାରିଖକୁ ମାସିକ ୠତୁସ୍ରାବ ସ୍ୱଚ୍ଛତା ଦିବସ ଭାବେ ପାଳନ






