କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩/୯ : ଔଷଧର ହୋଲସେଲ୍ ଲାଇସେନ୍ସ କରାଇଦେବା ନାଁରେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଯାଜପୁରର ସହକାରୀ ଔଷଧ ନିୟନ୍ତ୍ରକ ତଥା ଡ୍ରଗ୍ ଇନ୍ସପେକ୍ଟର ସଞ୍ଜୟ କୁମାର ହାଁସଦାଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ।
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୯ : ସ୍ୱଦେଶୀ ଜାଗରଣ ମଞ୍ଚ, ବୌଦ୍ଧ ତରଫରୁ ‘ସ୍ୱାବଲମ୍ବୀ ଭାରତ’ ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଜି ବୌଦ୍ଧ ମଡେଲ୍ ଡିଗ୍ରୀ କଲେଜ ପରିସରରେ ଅନୁଷ୍ଠିତ ହୋଇଛି।ଯୁବପିଢ଼ିଙ୍କ ମଧ୍ୟରେ ଉଦ୍ୟମିତାର ମନୋଭାବ ସୃଷ୍ଟି କରିବା ଏବଂ ନିଜେ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୩ /୯ : ଦୁର୍ଗମାଳିନୀ ଓଡ଼ିଶାର ଦୁର୍ଗମାନଙ୍କ ମଧ୍ୟରେ ତାପଙ୍ଗ ଦୁର୍ଗ ଅନ୍ୟତମ । ଏହି ଦୁର୍ଗ ଅଧୀନରେ ଛତ୍ରମାଗଡ଼, ରଥିପୁର, କାଞ୍ଜିଆଗଡ଼, ନରସିଂହପ୍ରସାଦ, ନରଣଗଡ଼ ଓ ମଳିପଡ଼ା ଗଡ଼ ଥିଲା ।ଏହି ଗଡ଼ର ଦଳବେହେରା
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୯ : ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଉଚ୍ଚଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ,ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ସେପ୍ଟେମ୍ବର ୧ ତାରିଖରେ ବିଶ୍ୱବିଦ୍ୟାଳୟର
UTTAR PRADESH, SEP 2 : The Shri Ram Janmabhoomi Teerth Kshetra Trust on Wednesday appointed retired Air Marshal Jeetendra Mishra
ଡାକ୍ତର ସତ୍ୟଜିତ୍ ନାୟକ ,ଆଇପିଏସଯାଜପୁର, ୨/୯ : ପ୍ରକୃତି ଓ ମାନବ ସମାଜର ସମ୍ପର୍କ ଅତ୍ୟନ୍ତ ନିବିଡ଼। ପ୍ରକୃତିର ଅମୂଲ୍ୟ ଦାନ ମଧ୍ୟରୁ ବୃକ୍ଷ ହେଉଛି ଅନ୍ୟତମ।






