ଭୁବନେଶ୍ୱର, ୨/୧୧ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ’ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ସମେତ ଆଖପାଖ ଅଞ୍ଚଳରେ ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।୪
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୧: ବୌଦ୍ଧ ଜିଲ୍ଲା ସଦର ବ୍ଲକ ତାଳସରଡା ପଞ୍ଚାୟତ ଅନ୍ତର୍ଗତ ସଂଗ୍ରାମପୁର ସ୍ଥିତ ଆର . ଜି. ଏକାଡେମୀ ପକ୍ଷରୁ ସୋମବାର ଦିନ ୧୦ଟାରେ ଆର .ଜି. ଏକାଡେମୀ “ ଟେଲେଣ୍ଟ ହଣ୍ଟ -୨୦୨୬ ” ପ୍ରତିଯୋଗୀତାମୂଳକ







