Indus Valley Times

ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

 Breaking News

ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା
July 10
19:41 2024

ସମ୍ବଲପୁର,୧୦/୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି।
ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା ଉପରେ ଜିଲା ପ୍ରଶାସନ କଟକଣା ଲଗାଇଥିଲା।
ବୁଧବାର ଜିଲା ପରିଷଦ ମିଟିଂ ହଲ୍ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ ହୋଇଥିବା ଶାନ୍ତି ଓ ସମନ୍ବୟ ବୈଠକ ପରେ ଜିଲାପାଳ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଏବେ ପରିସ୍ଥିତି ସ୍ବାଭାବିକ ହୋଇଥିବାରୁ ପୂର୍ବରୁ ଜାରି ହୋଇଥିବା କଟକଣାକୁ ହଟାଇ ଦିଆଯାଇଛି ବୋଲି ଜିଲାପାଳ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031