Indus Valley Times

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ୨୫ ହଜାର ଲାଞ୍ଚ ନେବାବେଳେ ଧରିଲେ ଅଧିକାରୀ

 Breaking News

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ୨୫ ହଜାର ଲାଞ୍ଚ ନେବାବେଳେ ଧରିଲେ ଅଧିକାରୀ

August 09
17:01 2024

ଜଗତସିଂହପୁର,୯/୮: ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି। ଏକ ଶ୍ମଶାନ କାମ ବିଲ୍ କରିବା ପାଇଁ ଠିକାଦାରଙ୍କ ଠାରୁ ସେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31