Indus Valley Times

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ

 Breaking News

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ
September 01
11:32 2024

ସମ୍ବଲପୁର, ୧/୯: ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରେ ବିଧାୟକ ରହିଥିଲେ। ୨୦୧୮- ୨୦୨୨ ପର‌୍ୟ୍ୟନ୍ତ ସମ୍ବଲପୁରର କଂଗ୍ରେସର ଜିଲ୍ଲା ସଭାପତି ଓ ଇଓଉଉ ସଦସ୍ୟ ରହିଥିଲେ।
ବ୍ରଜରାଜନଗର ସ୍ଥିତ ହରିଓଁ ବିହାର ବାସଭବନରେ ତାଙ୍କ ମର ଶରୀରକୁ ରଖାଯାଇଛି। ନେତା ଓ କର୍ମୀ ପୂର୍ବତନ ବିଧାୟକଙ୍କୁ ଶେଷ ଦର୍ଶନ କରୁଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31