Indus Valley Times

ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ, ୧୮ ଯାଏଁ ଅନ୍‌ଲାଇନ୍‌ରେ ଆବେଦନ

 Breaking News

ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ, ୧୮ ଯାଏଁ ଅନ୍‌ଲାଇନ୍‌ରେ ଆବେଦନ

ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ, ୧୮ ଯାଏଁ ଅନ୍‌ଲାଇନ୍‌ରେ ଆବେଦନ
November 03
10:41 2024

ଭୁବନେଶ୍ୱର,୩/୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍‌ଯାଏ ଚାଲିବ।
ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031