Indus Valley Times

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

 Breaking News

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

November 04
17:28 2024

ଭୁବନେଶ୍ୱର,୪/୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି।
ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। ଗଝଚ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ ବୋଲି ସୂଚନା ମିଳିଛି। ମଣ୍ଡିରୁ ରାଇସ ମିଲ ଯାଏ ଧାନ ଗାଡ଼ିର ଗତିବିଧି ନଜରରେ ରହିବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031