Indus Valley Times

ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର

 Breaking News

ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର

December 24
21:02 2024

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପାରାଙ୍କ ଗୋଡ଼ରେ ଲାଗିଥିବା ବେଲ୍ଟରେ ବିଦେଶୀ ଭାଷା ଲେଖା ରହିଛି। ପାରାକୁ କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରି ପୋଲିସ ଛାନଭିନ ଆରମ୍ଭ କରିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930