Indus Valley Times

ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଏକାଧିକ ଗାଡ଼ି

 Breaking News

ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଏକାଧିକ ଗାଡ଼ି

December 27
11:41 2024

ବ୍ରହ୍ମପୁର,୨୭/୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ ଶଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031