Indus Valley Times

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବଜ୍ରପାତ ସତର୍କତା ସଚେତନତା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବଜ୍ରପାତ ସତର୍କତା ସଚେତନତା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 17
19:57 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୭/୪:- ଆଜି ସକାଳ ଘ.୯.୩୦ ମିନିଟ ସମୟରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ବଜ୍ରପାତ ସତର୍କତା ସଚେତନତା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧ ଜିଲ୍ଲାରେ ବଜ୍ରପାତର ହାର ଓ ଧନ ଜୀବନ କ୍ଷୟକ୍ଷତି ପ୍ରତିବର୍ଷ ଘଟୁ ଥିବା ହେତୁ ସେଥିରୁ ରକ୍ଷା ପାଇବାର ଉପାୟ ଓ ସତର୍କତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବାକୁ ଜିଲ୍ଲାପାଳ ଗୁରୁତ୍ବ ଦେଇଥିଲେ ଜ୍ଝ ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବିଡିଓ ଯୁଧିଷ୍ଠିର ମେହେର ଙ୍କ ସମେତ ବିଭିନ୍ନ ବିଭାଗର ଜ଼ିଲ୍ଲା ସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ବ୍ୟାପକ ସଚେତନତା କାର‌୍ୟ୍ୟକ୍ରମ ପାଇଁ କାର‌୍ୟ୍ୟ ଖସଡ଼ା ପ୍ରସ୍ତୁତ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031