Indus Valley Times

ଅଗଷ୍ଟ ୩୧ ତାରିଖରେ ଓଟିଇଟିସ୍ପେଶାଲ ପରୀକ୍ଷା; ଦୁଇଟି ସିଟିଙ୍ଗ୍‌ରେ ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ସୂଚନା

 Breaking News

ଅଗଷ୍ଟ ୩୧ ତାରିଖରେ ଓଟିଇଟିସ୍ପେଶାଲ ପରୀକ୍ଷା; ଦୁଇଟି ସିଟିଙ୍ଗ୍‌ରେ ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ସୂଚନା

ଅଗଷ୍ଟ ୩୧ ତାରିଖରେ ଓଟିଇଟିସ୍ପେଶାଲ ପରୀକ୍ଷା; ଦୁଇଟି ସିଟିଙ୍ଗ୍‌ରେ ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ସୂଚନା
August 01
19:19 2025

ଭୁବନେଶ୍ୱର,୧/୮: ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।
ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍‌-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍‌-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ଅଗଷ୍ଟ ୨୨ରୁ ୱେବସାଇଟ୍‌ରେ ପରୀକ୍ଷାର୍ଥୀ ନିଜ ଆଡ୍‌ମିଟ୍ କାର୍ଡ ଡାଉନ୍‌ଲୋଡ୍ କରିପାରିବେ। ସୂଚନାଯୋଗ୍ୟ, ପ୍ରଶ୍ନପତ୍ର ଲିକ୍ ଯୋଗୁ ପୂର୍ବ ପରୀକ୍ଷା ବୋର୍ଡ ପକ୍ଷରୁ ବାତିଲ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031