Indus Valley Times

ନୟାଗଡ : ଶ୍ୟାମାକାଳୀ ପୂଜା ଉଦଯାପିତ

 Breaking News

ନୟାଗଡ : ଶ୍ୟାମାକାଳୀ ପୂଜା ଉଦଯାପିତ

October 26
19:57 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ, ୨୬/୧୦ : ନୟାଗଡ ବ୍ଲକ ଅନ୍ତର୍ଗତ ସଠିଆପଲ୍ଲୀ ଗ୍ରାମରେ ଆନନ୍ଦ ଉଦିପନା ମଧ୍ୟରେ ଚାଲିଥିବା ଦୁଇ ଦିନିଆ ଶ୍ୟାମାକାଳୀ ପୂଜା ଗୁରୁବାର ଉଦଯାପିତ ହୋଇଯାଇଛି ।
ଉଦଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସାମ୍ବାଦିକ ରଜତ ପଟ୍ଟନାୟକ,ସମାଜସେବୀ ରୋଟାରୀଆନ ପୁର୍ଣଚନ୍ଦ୍ର ସାହୁ, ସହକାରୀ ଶିକ୍ଷୟିତ୍ରୀ ଝିଲିମିଲି ସାହୁ ପ୍ରମୁଖ ଯୋଗଦେଇ ମାତୃପୂଜା ତଥା ପୂଜ୍ୟପୂଜା ସମ୍ପର୍କରେ ବ୍ୟକ୍ତବ୍ୟ ରଖିଥିଲେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ବକ୍ତବ୍ୟ ପ୍ରଦାନ ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ପୂଜା କମିଟିର ସଭାପତି କାହ୍ନା ସ୍ୱାଇଁଙ୍କ ପ୍ରତ୍ୟେକ୍ଷ ତତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିର୍ଣ୍ଣ କ୍ଷେତ୍ରରେ ସୁନାମ ଅର୍ଜନକରିଥିବା ବ୍ୟକ୍ତିବିଶେଷ, ଅନୁଷ୍ଠାନ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031