Indus Valley Times

କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ
October 27
19:57 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୭/୧୦ : ସୋମବାର ଦିନ ସକାଳ ୧୦ଘଣ୍ଟା ସମୟରେ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।
ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ସମାଧାନ ପାଇଁ ସହଯୋଗ କରିଥିଲେ ।
ଏଥି ସହିତ ଦୁର୍ନୀତି ନିବାରଣ ସଚତନତା ସପ୍ତାହ ର ପ୍ରଥମ ଦିନରେ ଜିଲ୍ଲାପାଳ ସମସ୍ତ ଅଧିକାରୀ ଙ୍କୁ ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଏକ ଶପଥ ପାଠ କରାଇ ଥିଲେ ।
ପରେ ପରେ ଚାଷୀ ମାନଙ୍କୁ ମୂର୍ଟିକ। ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031