Indus Valley Times

ହରଭଙ୍ଗା ବ୍ଲକର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ

 Breaking News

ହରଭଙ୍ଗା ବ୍ଲକର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ

ହରଭଙ୍ଗା ବ୍ଲକର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ
November 11
22:40 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୧/୧୧ : ସୋମବାର ଅପରାନ୍ହ୍ ୪ ଘଟିକା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଆସି ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଜନଶୁଣାଣୀ କାର୍ଯ୍ୟକ୍ରମ ପରେ pare୩ହରଭଙ୍ଗା ବ୍ଲକର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।
ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଅର୍ଦ୍ଧ ସମ୍ପୁର୍ଣ୍ଣ ହୋଇ ପଡ଼ି ରହିଥିବା ବନ ସୁରକ୍ଷା ସମିତି ଗୃହ, ମିଶନ୍ ଶକ୍ତି GPLF କୋଠା, ଗ୍ରାମ ପଞ୍ଚାୟତ ସୁବିଧା କେନ୍ଦ୍ର, ହିତାଧିକାରୀ ମାନଙ୍କ ଅନ୍ତୋଦୟ ଗୃହ ଯୋଜନା, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ଗୃହ ଗୁଡ଼ିକ ଶୀଘ୍ର କାର୍ଯ୍ୟ ସମ୍ପୁର୍ଣ୍ଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ପରିଦର୍ଶନ ସମୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଓ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031