Indus Valley Times

ଆସନ୍ତା ଜାନୁଆରୀ ୨୦ରେ ଓଏସଏସଟିଇଟି ପରୀକ୍ଷା , ବିଜ୍ଞପ୍ତି ପ୍ରକାଶ କଲା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ

 Breaking News

ଆସନ୍ତା ଜାନୁଆରୀ ୨୦ରେ ଓଏସଏସଟିଇଟି ପରୀକ୍ଷା , ବିଜ୍ଞପ୍ତି ପ୍ରକାଶ କଲା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ

ଆସନ୍ତା ଜାନୁଆରୀ ୨୦ରେ ଓଏସଏସଟିଇଟି ପରୀକ୍ଷା , ବିଜ୍ଞପ୍ତି ପ୍ରକାଶ କଲା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ
December 06
17:31 2025

କଟକ, ୬/୧୨: ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଆସନ୍ତା ଜାନୁଆରୀ ୨୦ ତାରିଖରେ ଅନୁଷ୍ଠିତ ହେବ । ପରୀକ୍ଷା ପାଇଁ ଇଚ୍ଛୁକ ପ୍ରାର୍ଥୀ ମାନେ ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମୟ ଧାର‌୍ୟ୍ୟ କରାଯାଇଛି । ଏଥିପାଇଁ ଆଡମିଟ୍ କାର୍ଡ ଜାନୁଆରୀ ୧୦ ତାରିଖରେ ବୋର୍ଡ ୱେବସାଇଟରୁ ପାଇପାରିବେ ବୋଲି ସୂଚନା ଦିଆଯାଇଛି ।
ଓଏସଏସଟିଇଟି ଦୁଇଟି ପେପରରେ ହେବ । ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ୧୧ଟା ୩୦ ମିନିଟ୍ ପର‌୍ୟ୍ୟନ୍ତ ଚାଲିବ । ସେହିପରି ଦ୍ଵିତୀୟ ପେପର ପରୀକ୍ଷା ଅପରାହ୍ନ ୨ଟାରୁ ୪ଟା ଯାଏ ଚାଲିବ ବୋଲି ବୋର୍ଡ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031