Indus Valley Times

ବିଦେଶାଗତ ପକ୍ଷୀଙ୍କୁ ଟ୍ରାକ କରିବ ସାଟେଲାଇଟ୍ ଟ୍ରାନ୍ସମିଟର; ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ଘୋଷଣା

 Breaking News

ବିଦେଶାଗତ ପକ୍ଷୀଙ୍କୁ ଟ୍ରାକ କରିବ ସାଟେଲାଇଟ୍ ଟ୍ରାନ୍ସମିଟର; ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ଘୋଷଣା

January 06
19:30 2026

ଭୁବନେଶ୍ୱର,୬/୧: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଚିଳିକାଙ୍କୁ ଆସୁଥିବା ୨୦ ପ୍ରଜାତିର ବିଦେଶାଗତ ପକ୍ଷୀଙ୍କ ଗୋଡରେ ବନ ବିଭାଗ ପକ୍ଷରୁ ସାଟେଲାଇଟ ଟ୍ରାନ୍ସମିଟର ଲଗାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସାଟେଲାଇଟ ଟ୍ରାନ୍ସମିଟର ଦ୍ୱାରା ବିଦେଶାଗତ ପକ୍ଷୀ କେଉଁଠୁ ଆସୁଛନ୍ତି ତାହା ଜଣାପଡିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।
ଏପରିକି ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ ପକ୍ଷୀ କୁଆଡ଼େ ଯାଉଛନ୍ତି ତାହା ମଧ୍ୟ ଜଣାପଡ଼ିବ। ୨୦୨୫ରେ ଏହି ପ୍ରଜାତିର ୨ଟି ପକ୍ଷୀଙ୍କ ଗୋଡ଼ରେ ଟ୍ରାନ୍ସମିଟର ଲଗାଯାଇଥିଲ। ଶୀତ ପରେ ଏହି ୨ ପ୍ରଜାତିର ପକ୍ଷୀ ଚିଲିକାରୁ ଆନ୍ଧ୍ରପ୍ରଦେଶର କୋଲେରୁ ହ୍ରଦକୁ ଯାଇଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031