Indus Valley Times

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ

 Breaking News

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ
September 30
13:31 2026

ପାରଳାଖେମୁଣ୍ଡି , ୩୦/୯ : ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ବୁଧବାର ଗିରଫ କରାଯାଇଛି। ଜାମିନ ବିହୀନ ଗିରଫ ପରୱାନା (NBW) ଆଧାରରେ ମନ୍ମଥ କୁମ୍ଭଙ୍କୁ ଗିରଫ କରିଛି ପାରଳାଖେମୁଣ୍ଡି ପୁଲିସ।
ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930