Indus Valley Times

ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ, ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

 Breaking News

ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ, ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ, ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ
November 16
11:17 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର,୧୬/୧୧: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ସୋମବାର ସକାଳେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାର ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ।
ତାଙ୍କର ଏହି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସେ ବିଧାନସଭାରେ ବିଧାୟକଙ୍କ ତାଲିମ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହାସହ ସେ ଶ୍ରୀଶ୍ରୀ ବିଶ୍ବବିଦ୍ୟାଳୟ ଆଇକନିକ ଟାୱାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଛି।

About Author

indadmin

indadmin

Related Articles

Archives

Calendar

November 2026
M T W T F S S
 1
2345678
9101112131415
16171819202122
23242526272829
30