Indus Valley Times

Odia News

ବିସ୍କୁଟ ଲୋଭ ଦେଖାଇ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ; ଅଭିଯୁକ୍ତ ଅଜା ଗିରଫ

    ବିସ୍କୁଟ ଲୋଭ ଦେଖାଇ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ; ଅଭିଯୁକ୍ତ ଅଜା ଗିରଫ

ବାରିପଦା,୧୭/୧୨: ବାରିପଦାରେ ପୁଣି ଲଜ୍ଜା । ୫ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ବାରିପଦା ସଦର ଥାନା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ ।ନାତୁଣୀ ସହ ଗାଁର ପଡ଼ୋଶୀ ସମ୍ପର୍କୀୟ ଅଜା ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ଆସିଛି

Read Full Article

ନୂତନ ପଂଚାୟତ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୧୨: ବୌଦ୍ଧଜିଲ୍ଲା ବୌଦ୍ଧ ବ୍ଲକର ଗୁନ୍ଦୁଲିଆ, ଆମ୍ବଝରୀ,ଶଗଡା ଗ୍ରାମ ପଂଚାୟତର କେତେକ ଗ୍ରାମକୁ ନେଇ ଏକ ନୁତନ ତିଲପଙ୍ଗା ଗ୍ରାମ ପଂଚାୟତ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ମାତାଗାଡୁ ୱାର୍ଡ

Read Full Article

ବଲାଙ୍ଗିର ପୌର ପରିଷଦର ହୋଟେଲ ମାନଙ୍କ ଉପରେ ଚଢ଼ାଉ

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୧୨ : ସୋମବାର ପୂର୍ବାହ୍ନରେ ବଲାଙ୍ଗିର ପୌର ପରିଷଦର ଏକ ଦଳ ସରୋଜିନୀ ହୋଟେଲକୁ ଯାଇ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ।ଏହି ଦଳ ରେ ଏନଫୋର୍ସମେଣ୍ଟ ଅଫିସର ସହ ପୌର ପରିଷଦ ର ଇଞ୍ଜିନିୟରିଂ ଷ୍ଟାଫ୍

Read Full Article

ବାଲିଗୁଡ଼ାଠାରୁ ପୁରୀ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଭଲଭୋ ବସର ଶୁଭାରମ୍ଭ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ବାସୀ ଦୀର୍ଘ ଦିନଧରି ଦାବୀ କରିବା ପରେ ରାଜ୍ୟ ସରକାର ତାହାକୁ ପୂରଣ କରି ପବିତ୍ର ଧନୁ ସଂକ୍ରାନ୍ତି ଠାରୁ ବାଲିଗୁଡ଼ା ଠାରୁ ପୁରୀ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଭଲଭୋ

Read Full Article

ସୁଫଳ ଆଣିଲା ପିଏମ ସୂର୍ଯ୍ୟଘର ମୁଫ୍ତ ବିଜୁଳି ଯୋଜନା; ୩୦୦୦ରୁ ଉର୍ଦ୍ଧ୍ଵ ଉପଭୋକ୍ତାଙ୍କ ଘରେ ଶୂନ ୟୁନିଟ୍ ବିଲିଂ

ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୬/୧୨ : ସୁଫଳ ଆଣିଲା ପିଏମ ସୂର୍ଯ୍ୟଘର ମୁଫ୍ତ ବିଜୁଳି ଯୋଜନା-ୟୁଏଲଏ ମଡେଲ। ଏହି ଯୋଜନାରେ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନ

Read Full Article

ଖୋର୍ଦ୍ଧା ପୁଲିସର ଅପରାଧ ସମୀକ୍ଷା, ଅଭ୍ୟାସ ଗତ ଅପରାଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ,ମହିଳାଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ- ଏସ୍ପି

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୨: ଖୋର୍ଦ୍ଧା ଜିଲ୍ଲା ପୁଲିସ ପକ୍ଷରୁ ନଭେମ୍ବର ମାସର ଅପରାଧ ସମୀକ୍ଷା ବୈଠକ ଏସ୍ପିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଆରକ୍ଷୀ

Read Full Article

ଓଡ଼ିଶାରେ ଫାର୍ମା ସେକ୍ଟରରେ ସୃଷ୍ଟି ହେବ ୩୮ ହଜାରରୁ ଅଧିକ ଚାକିରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬/୧୨ : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମିଟ୍‌ରେ ଯୋଗଦେଇ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫାର୍ମା

Read Full Article

ଧଉଳି ଘଟଣାରେ ସରକାରଙ୍କୁ ନବୀନଙ୍କ ଟାର୍ଗେଟ, କହିଲେ- ରାଜଧାନୀ ଏବେ ଅସୁରକ୍ଷିତ

  ଧଉଳି ଘଟଣାରେ ସରକାରଙ୍କୁ ନବୀନଙ୍କ ଟାର୍ଗେଟ, କହିଲେ- ରାଜଧାନୀ ଏବେ ଅସୁରକ୍ଷିତ

ଭୁବନେଶ୍ୱର, ୧୬/୧୨: ରାଜଧାନୀ ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି।ଏହି ଘଟଣାକୁ ଅତ୍ୟନ୍ତ ସ୍ପର୍ଶକାତର ଏବଂ

Read Full Article

କଚେରି ଛକ ଡିଭାଇଡର ଉପରେ ଚଢ଼ିଗଲା ଟ୍ରକ୍,ଅଳ୍ପକେ ବର୍ତ୍ତିଗଲା ଜନଜୀବନ

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୧୨: ଦୁର୍ଘଟଣା ପ୍ରବଣ ବଲାଙ୍ଗିର ରେ ଆଜି ଭୋର୍ ୪ ଟା ବେଳେ ଏକ ମାଳ ବୋଝେଇ ଟ୍ରକ କଚେରି ଛକ

Read Full Article

ବୌଦ୍ଧ : ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୧୨: ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅଧିନସ୍ଥ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ହରଭଙ୍ଗା ବ୍ଲକ ପି ଏମ ଶ୍ରୀ

Read Full Article

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930